ବିହାରକୁ ମିଳିଲା ପ୍ରଧାନମନ୍ତ୍ରୀ ମୋଦୀଙ୍କ ଉପହାର

Jul 18, 2025 - 17:00
 2
ବିହାରକୁ ମିଳିଲା ପ୍ରଧାନମନ୍ତ୍ରୀ ମୋଦୀଙ୍କ ଉପହାର
ବିହାରକୁ ମିଳିଲା ପ୍ରଧାନମନ୍ତ୍ରୀ ମୋଦୀଙ୍କ ଉପହାର

ବିହାରରେ ଆଗକୁ ହେବ ବିଧାନସଭା ନିର୍ବାଚନ  ।   ଏହା ପୂର୍ବରୁ ବିିଭିନ୍ନ ଦଳର ନେତାମାନେ ସେଠାକୁ ଯାଇ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ଏହି ଧାରାରେ ଶୁକ୍ରବାର ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୋତିହାରୀ ଜିଲ୍ଲା ଗସ୍ତ କରିଥିଲେ  ।  ୭୨୧୭ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବା ସହ ଗାନ୍ଧୀ ମୈଦାନରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ। ଏହି ସମୟରେ, ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଧ୍ୟ ମଞ୍ଚରେ ଉପସ୍ଥିତ ଥିଲେ