କ୍ୟାନ୍ସରରେ ପୀଡ଼ିତ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ

Oct 27, 2023 - 11:30
 3
କ୍ୟାନ୍ସରରେ ପୀଡ଼ିତ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ

ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ । ଦୀର୍ଘଦିନ ଧରି କ୍ୟାନ୍ସରରେ ପୀଡିତ ଥିଲେ ସ୍ୱରୂପ । ବହୁ ଓଡିଆ ଫିଲ୍ମରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି । ତାଙ୍କ ପରଲୋକରେ ସାରା ଓଲିଇଡ ଜଗତରେ ଶୋକର ଛାୟା ଖେଳିଯାଇଛି । ସେ ଅନେକ ଓଡିଆ ଫିଲ୍ମରେ ମଧ୍ୟ ଅଭିନୟ କରିଥିଲେ ।