ବିଜେଡିର ୩ୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କଲେ ନବୀନ ପଟ୍ଟନାୟକ,ନୂଆ ଚେହେରାକୁ ଗୁରୁତ୍ବ

Apr 5, 2024 - 22:49
Apr 5, 2024 - 22:51
 7
ବିଜେଡିର ୩ୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କଲେ ନବୀନ ପଟ୍ଟନାୟକ,ନୂଆ ଚେହେରାକୁ ଗୁରୁତ୍ବ

ନବୀନ ଓଡିଶା ବ୍ଯୂର:ଭୁବନେଶ୍ବର : ୨୦୨୪ ସାଧାରଣ ନିର୍ବାଚନ ପାଇଁ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ୯ ବିଧାନସଭା ଆସନ ପାଇଁ ୩ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।

ରେଙ୍ଗାଲି- ସୁଦର୍ଶନ ହରିପାଲ
ରାଉରକେଲା-ସାରଦା ନାୟକ
ବୀରମିତ୍ରପୁର- ରୋହିତ ଯୋଶେଫ ତିର୍କୀ
କେନ୍ଦୁଝର- ମୀନା ମାଝୀ
ରାଇରଙ୍ଗପୁର- ରାଇସେନ ମୁର୍ମୁ
ବାଲେଶ୍ବର- ସ୍ବରୁପ କୁମାର ଦାସ
ବାରବାଟି କଟକ- ପ୍ରକାଶ ଚନ୍ଦ୍ର ବେହେରା
ଜୟଦେବ- ନବ କିଶୋର ମଲ୍ଲିକ
ସାଲେପୁର- ପ୍ରଶାନ୍ତ ବେହେରା