୪ ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

Apr 18, 2024 - 14:44
 1
୪ ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ନବୀନ ଓଡିଶା ବ୍ଯୂର:ଭୁବନେଶ୍ୱର: ଗୁରୁବାର କଂଗ୍ରେସର ଆଉ ୪ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀ ମନୋଜ ରଥ, ଭୁବନେଶ୍ୱର ମଧ୍ୟ – ପ୍ରକାଶ ଜେନା, ଭୁବନେଶ୍ୱର ଉତ୍ତର ଅଶୋକ ଦାସ।