ଥରିଲା ଇଣ୍ଡୋନେସିଆ,ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ରେକର୍ଡ

Nov 2, 2023 - 05:28
Nov 2, 2023 - 06:31
 2
ଥରିଲା ଇଣ୍ଡୋନେସିଆ,ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ରେକର୍ଡ
  • ନବୀନ ଓଡିଶା ବ୍ଯୂର.02.11.2023.ୟଙ୍କର ଭୂମିକମ୍ପରେ ଥରିଲା ଇଣ୍ଡୋନେସିଆ। ଏଠାରେ ତିମୋର ଦ୍ୱୀପରେ ଭୂମିକମ୍ପ ତୀବ୍ର ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ରେକର୍ଡ କରାଯାଇଛି। ଫଲରେ ଅନେକ କୋଠାବାଡ଼ି କ୍ଷତିଗ୍ରସ୍ତ ହୋଇଛି। ସେପଟେ ଭୂମିକମ୍ପ ଯୋଗୁ ଲୋକେ ଭୟଭୀତ ହୋଇପଡିଛନ୍ତି।

‘ୟୁଏସ୍‌ ଜିଓଲୋଜିକାଲ୍ ସର୍ଭେ’ ରିପୋର୍ଟ ଅନୁଯାୟୀ, ଇଷ୍ଟ ନୁସା ତେଙ୍ଗାରା ପ୍ରଦେଶର ରାଜଧାନୀ ନଗରୀ କୁପାଙ୍ଗ ଠାରୁ ଉତ୍ତର-ଉତ୍ତରପୂର୍ବକୁ ୨୧ କିଲୋମିଟର୍‌ ଦୂରରେ ଏହି ଭୂମିକମ୍ପ ହୋଇଛି। ଭୂଗର୍ଭର ଉକ୍ତ ଭୂମିକମ୍ପର ଗଭୀରତା ହେଉଛି ୩୬.୧।