ମାନସ ମଙ୍ଗରାଜଙ୍କୁ ନୂଆ ଦାୟିତ୍ୱ ଦେଲେ ନବୀନ

Oct 4, 2023 - 08:52
 3
ମାନସ ମଙ୍ଗରାଜଙ୍କୁ ନୂଆ ଦାୟିତ୍ୱ ଦେଲେ ନବୀନ

ଭୁବନେଶ୍ବର: ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳର ମୁଖ୍ୟ ସଚେତକ ଭାବେ ନିଯୁକ୍ତ ହେଲେ ସାଂସଦ ମାନସ ମଙ୍ଗରାଜ। ମୁଖ୍ୟ ସଚେତକ  ଭାବେ ନିଯୁକ୍ତି ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏହି ସୂଚନା ଦେଇଛନ୍ତି । ପୂର୍ବରୁ ବିଜେଡି ସୁପ୍ରିମୋ ତାଙ୍କୁ ଯେଉଁ ଦାୟିତ୍ବ ଦେଇଛନ୍ତି ତାକୁ ସେ ସୁଚାରୁ ରୂପେ ତୁଲାଇଛନ୍ତି । ଏବେ ନୂଆ ଦାୟିତ୍ବ ଦେଇଥିବାବେଳେ ଏହା ଏକ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ