ରାଜଧାନୀରେ ପୁଣି ଆପାର୍ଟମେଣ୍ଟରୁ ସିରିଜ ଲୁଟ୍: ୩୦ ଲକ୍ଷରୁ ଅଧିକ ଟଙ୍କାର ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ

Jan 31, 2024 - 22:16
 3
ରାଜଧାନୀରେ ପୁଣି ଆପାର୍ଟମେଣ୍ଟରୁ ସିରିଜ ଲୁଟ୍: ୩୦ ଲକ୍ଷରୁ ଅଧିକ ଟଙ୍କାର ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ

ନବୀନ ଓଡିଶା ବ୍ଯୂର : ଭୁବନେଶ୍ବର: ରାଜଧାନୀରେ ପୁଣି ଆପାର୍ଟମେଣ୍ଟରୁ ସିରିଜ ଲୁଟ୍ ଘଟଣା ସାମ୍ନାକୁ ଆସିଛି। ପାହାଳ ଥାନା ଭୀମପୁର କଲ୍ୟାଣୀ ହାଇଟସ ଆପାର୍ଟମେଣ୍ଟରୁ ଚୋରି ହୋଇଛି। ସିସିଟିଭିରେ କଏଦ ହୋଇଛି ରାତିରେ ଆପାର୍ଟମେଣ୍ଟରେ ଚୋର ପଶୁଥିବାର ଚିତ୍ର।