ଓଡ଼ିଆ ମହିଳାଙ୍କୁ ହାଇଦ୍ରାବାଦରେ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

Oct 17, 2025 - 22:42
 10
ଓଡ଼ିଆ ମହିଳାଙ୍କୁ ହାଇଦ୍ରାବାଦରେ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ନବୀନ ଓଡିଶା ବ୍ଯୂର: ଭୁବନେଶ୍ୱର: ଓଡ଼ିଆ ମହିଳାଙ୍କୁ ହାଇଦ୍ରାବାଦରେ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ୨୬ ବର୍ଷୀୟ ମହିଳା ୬ ମାସ ହେଵ ସ୍ୱାମୀଙ୍କ ସହିତ ହାଇଦ୍ରାବାଦରେ ରହି ଆସୁଥିଲେ। ସ୍ୱାମୀ ଏକ ଘରୋଇ କମ୍ପାନିରେ କାମ କରୁଥିଲେ। ସେହି କମ୍ପାନିର ଶିକ୍ଷାନୁଷ୍ଠାନରେ ଶିକ୍ଷୟତ୍ରୀ ଭାବରେ କାମ କରୁଥିଲେ ମୃତ ମହିଳା।