ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ମୋଦୀ

Nov 29, 2024 - 22:14
 5
ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ମୋଦୀ

ନବୀନ ଓଡିଶା ବ୍ଯୂର: ବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ପହଞ୍ଚିଛନ୍ତି। ରାଷ୍ଟ୍ରୀୟ ରାଜଧାନୀ ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ମୋଦୀ ପହଞ୍ଚିଲା ପରେ ମୋଦୀଙ୍କୁ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝ, ଉପମୁଖ୍ୟମନ୍ତ୍ରୀ କନକ ବର୍ନ୍ଧନ ସିଂହଦେଓ, ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ବିଧାୟକ (ଏକାମ୍ର) ବାବୁ ସିଂହ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ ଓ ଅଭିନନ୍ଦନ ଜଣାଇଛନ୍ତି।