ଓଡ଼ିଶାର ବିକାଶ ପାଇଁ କେନ୍ଦ୍ର ସବୁବେଳେ ସମର୍ଥନ ଦେଇ ଆସୁଛି: ପ୍ରଧାନମନ୍ତ୍ରୀ

Nov 29, 2024 - 22:10
 6
ଓଡ଼ିଶାର ବିକାଶ ପାଇଁ କେନ୍ଦ୍ର ସବୁବେଳେ ସମର୍ଥନ ଦେଇ ଆସୁଛି: ପ୍ରଧାନମନ୍ତ୍ରୀ

ନବୀନ ଓଡିଶା ବ୍ଯୂର: ଭୁବନେଶ୍ବର: ଜୟ ଜଗନ୍ନାଥ...ଜୟ ଜଗନ୍ନାଥ...। ଓଡ଼ିଶାର ଭାଇ-ଭଉଣୀମାନଙ୍କୁ ମୋର ନମସ୍କାର, ଜୁହାର। ଓଡ଼ିଶାର ସବୁ ପରିବାର ମା’-ମାଉସୀ, ଭାଇ-ଭଉଣୀମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ନିକଟରେ ରାଷ୍ଟ୍ରୀୟ ରାଜଧାନୀ ନୂଆଦିଲ୍ଲୀରେ ଓଡ଼ିଶା ପର୍ବରେ ଯୋଗଦେବାର ସୁଯୋଗ ମିଳିଥିଲା। ସେଠାରେ ଓଡ଼ିଶାର ଚା’ ପିଇଥିଲି। ତିନିଦିନିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ସନ୍ଧ୍ୟାରେ ଏହା କହିଛନ୍ତି।